Exodus 32:28 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଯେପରି କହିଲେ, ଲବେୀୟମାନେ ସହେିପରି କଲେ ଏବଂ ସହେିଦିନ ଇଶ୍ରାୟେଲ ରେ 3000 ଲୋକଙ୍କୁ ହତ୍ଯା କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହିଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଯେପରି କହିଲେ, ଲେବୀୟମାନେ ସେହିପରି କଲେ ଏବଂ ସେହି ଦିନ ଇସ୍ରାଏଲରେ 3000 ଲୋକଙ୍କୁ ହତ୍ୟା କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।