Exodus 32:29 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ କହିଲେ, ତୁମ୍ଭମାନେେ ପ୍ରେତ୍ୟକକ ନିଜନିଜ ପୁତ୍ର ଓ ଭାତୃଗଣର ବିପକ୍ଷ ହାଇେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିଜନିଜକୁ ନିୟୁକ୍ତି କର ତହିଁରେ ସଦାପ୍ରଭୁ ଆଜି ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋଶା କହିଥିଲେ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭ୍ରାତୃଗଣର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପୁତ୍ର ଓ ଭାତୃଗଣର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜକୁ ନିଯୁକ୍ତି କର ତହିଁରେ ସଦାପ୍ରଭୁ ଆଜି ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”