Exodus 32:3 — Compare Translations

5 translations compared side by side

Odia - 1840
"ତେଣୁ ଲୋକମାନେ ସହେି କର୍ଣ୍ଣକୁଣ୍ଡଳ ଗୁଡିକୁ ସଂଗ୍ରହ କରି ହାରୋଣଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ଵର୍ଣ୍ଣକୁଣ୍ତଳସବୁ କାଢ଼ି ହାରୋଣଙ୍କ କତିକି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ସେହି କର୍ଣ୍ଣକୁଣ୍ଡଳ ଗୁଡ଼ିକୁ ସଂଗ୍ରହ କରି ହାରୋଣଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।