Exodus 32:30 — Compare Translations
5 translations compared side by side
Odia - 1840
"ପରଦିନ ସକାଳେ ମାଶାେ ଲୋକମାନଙ୍କୁ କହିଲେ, ତୁମ୍ଭମାନେେ ଭୟଙ୍କର ପାପ କରିଛ। କିନ୍ତୁ ପର୍ତ୍ତମାନ ମୁଁ ସଦାପ୍ରଭୁଙ୍କ ନିକଟକୁ ୟିବି ଏବଂ ହୁଏତ ତୁମ୍ଭର ପାପ ପାଇଁ ମୁଁ ପ୍ରାଯଶ୍ଚିତ କରିବାକୁ ସକ୍ଷମ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଆର ଦିନ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯେବେ ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି, ।
Odia Bible ERV 2004 (ପବିତ୍ର ବାଇବଲ)
ପରଦିନ ସକାଳେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟଙ୍କର ପାପ କରିଛ। କିନ୍ତୁ ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କ ନିକଟକୁ ଯିବି ଏବଂ ହୁଏତ ତୁମ୍ଭର ପାପ ପାଇଁ ମୁଁ ପ୍ରାୟଶ୍ଚିତ କରିବାକୁ ସକ୍ଷମ ହେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”