Exodus 32:31 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ପରମେଶ୍ବରଙ୍କ ନିକଟକୁ ଫରେିଗଲେ ଏବଂ କହିଲେ, ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣ ରେ ଦବେତାଗଣ କରି ଭୟଙ୍କର ପାପ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ଵର୍ଣ୍ଣଦେବତା ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ପରମେଶ୍ୱରଙ୍କ ନିକଟକୁ ଫେରିଗଲେ ଏବଂ କହିଲେ, “ହେ ସଦାପ୍ରଭୁ, ମୋର ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣରେ ଦେବତାଗଣ କରି ଭୟଙ୍କର ପାପ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।