Exodus 32:33 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ମାଶାଙ୍କେୁ କହିଲେ, ଯେଉଁମାନେ ମାେ ବିରୁଦ୍ଧ ରେ ପାପ କରିଅଛନ୍ତି, ମୁଁ ମାରେ ଜୀବନ୍ତ ପୁସ୍ତକରୁ ତା'ର ନାମ କାଟି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁମାନେ ମୋ’ ବିରୁଦ୍ଧରେ ପାପ କରିଅଛନ୍ତି, ମୁଁ ମୋର ଜୀବନ୍ତ ପୁସ୍ତକରୁ ସେମାନଙ୍କର ନାମ କାଟି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।