Exodus 32:34 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ମୁଁ ଯେଉଁ ଦେଶ ବିଷଯ ରେ ତୁମ୍ଭକୁ କହୁଅଛି ସହେି ଦେଶକୁ ଲୋକମାନଙ୍କୁ ନଇୟୋଅ। ଦେଖ, ମାରେସ୍ବର୍ଗଦୂତ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବ କିନ୍ତୁ ପାପୀମାନେ ଉଚିତ୍ ସମୟରେ ଦଣ୍ଡିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୁଁ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହୁଅଛି ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ। ଦେଖ, ମୋର ସ୍ୱର୍ଗଦୂତ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ କିନ୍ତୁ ପାପୀମାନେ ଉଚିତ୍ ସମୟରେ ଦଣ୍ଡିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
Odia IRV 2017 (ଓଡିଆ ବାଇବେଲ)
ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”