Exodus 32:35 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଲୋକମାନଙ୍କ ଉପରେ ଭୟଙ୍କର ଅସୁସ୍ଥତା ଆଣିଲେ, ସେ ଏପରି କଲେ କାରଣ ଲୋକମାନେ ହାରୋଣଙ୍କୁ ଏହି ସୁବର୍ଣ୍ଣ ବାଛୁରୀ ତିଆରି କରିବାକୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଲୋକମାନଙ୍କ ଉପରେ ଭୟଙ୍କର ଅସୁସ୍ଥତା ଆଣିଲେ, ସେ ଏପରି କଲେ କାରଣ ଲୋକମାନେ ହାରୋଣଙ୍କୁ ଏହି ସୁବର୍ଣ୍ଣ ବାଛୁରି ତିଆରି କରିବାକୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।