Exodus 32:5 — Compare Translations

5 translations compared side by side

Odia - 1840
"ହାରୋଣ ଏହି ସମସ୍ତ ଦେଖିଲେ, ତେଣୁ ହାରୋଣ ଏହାର ସମ୍ମୁଖ ରେ ଏକ ବଦେୀ ତିଆରି କଲେ। ଏହାପରେ ହାରୋଣ ସଠାେରେ ଏକ ଘାଷେଣା କଲେ। ସେ କହିଲେ ଆସନ୍ତା କାଲି ସଦାପ୍ରଭୁଙ୍କ ସମ୍ମାନାର୍ଥେ ଏକ ଭୋଜି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି କାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଏହି ସମସ୍ତ ଦେଖିଲେ, ତେଣୁ ହାରୋଣ ଏହାର ସମ୍ମୁଖରେ ଏକ ବେଦି ତିଆରି କଲେ। ଏହା ପରେ ହାରୋଣ ସେଠାରେ ଏକ ଘୋଷଣା କଲେ। ସେ କହିଲେ “ଆସନ୍ତା କାଲି ସଦାପ୍ରଭୁଙ୍କ ସମ୍ମାନାର୍ଥେ ଏକ ଭୋଜି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ।