Exodus 32:6 — Compare Translations

5 translations compared side by side

Odia - 1840
"ତା'ପରଦିନ ଅତି ପ୍ରଭାତରୁ ଲୋକମାନେ ଉଠିଲେ। ସମାନେେ ହାମବେଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନବୈେଦ୍ଯ ଆଣିଲେ। ଏହାପରେ ଲୋକମାନେ ଭୋଜନପାନ କରିବାକୁ ଲାଗିଲେ। ଏହାପରେ ଲୀଳା କରିବାକୁ ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଲୋକମାନେ ଆର ଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ଅତି ପ୍ରଭାତରୁ ଲୋକମାନେ ଉଠିଲେ। ସେମାନେ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ। ଏହା ପରେ ଲୋକମାନେ ଭୋଜନପାନ କରିବାକୁ ଲାଗିଲେ। ଏହା ପରେ ଲୀଳା କରିବାକୁ ଉଠିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।