Exodus 32:7 — Compare Translations

5 translations compared side by side

Odia - 1840
"ସହେି ସମୟରେ, ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ପର୍ବତରୁ ଓହ୍ଲାଇ ୟାଅ। ତୁମ୍ଭର ଲୋକମାନେ, ଯେଉଁ ଲୋକମାନଙ୍କୁ ତୁମ୍ଭେ ମିଶରରୁ ବାହାର କରି ଆଣିଥିଲ, ସମାନେେ ଘାରେ ପାପ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ପର୍ବତରୁ ଓହ୍ଲାଇ ଯାଅ। ତୁମ୍ଭର ଲୋକମାନେ, ଯେଉଁ ଲୋକମାନଙ୍କୁ ତୁମ୍ଭେ ମିଶରରୁ ବାହାର କରି ଆଣିଥିଲ, ସେମାନେ ଘୋର ପାପ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।”