Exodus 32:8 — Compare Translations

5 translations compared side by side

Odia - 1840
"ସମାନେେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦଇେଥିବା ପଥରୁ ବିମୁଖ ହେଲେ। ସମାନେେ ସୁବର୍ଣ୍ଣର ଏକ ବାଛୁରୀ ନିର୍ମାଣ କଲେ। ସମାନେେ ସହେି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା'ର ସମ୍ମୁଖ ରେ ବଳିଦାନ କରୁଛନ୍ତି। ସମାନେେ କହନ୍ତି, 'ଇଶ୍ରାୟେଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦବେତା ବାହାର କରି ଆଣିଲେ, ସଗେୁଡିକ ଏହି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି ତାହା ନିକଟରେ ବଳିଦାନ କରି କହିଲେ, ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦେଇଥିବା ପଥରୁ ବିମୁଖ ହେଲେ। ସେମାନେ ସୁବର୍ଣ୍ଣର ଏକ ବାଛୁରି ନିର୍ମାଣ କଲେ। ସେମାନେ ସେହି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା’ର ସମ୍ମୁଖରେ ବଳିଦାନ କରୁଛନ୍ତି। ସେମାନେ କହନ୍ତି, ‘ଇସ୍ରାଏଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦେବତା ବାହାର କରି ଆଣିଲେ, ସେଗୁଡ଼ିକ ଏହି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, ‘ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”