Exodus 32:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ଏହି ଲୋକମାନଙ୍କୁ ଦେଖିଛି। ସମାନେେ ଅତିଶଯ ଜିଦ୍ଖୋର"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି। ସେମାନେ ଅତିଶୟ ଜିଦ୍ଖୋର
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।”