Exodus 33:1 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ଯାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସମାନଙ୍କେ ଭବିଷ୍ଯତ ବଂଶଧରମାନଙ୍କୁ ଦବେି ବୋଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ସହିତ ଯିବି ନାହିଁ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;
Odia IRV 2017 (ଓଡିଆ ବାଇବେଲ)
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର;