Exodus 33:10 — Compare Translations

5 translations compared side by side

Odia - 1840
"ତେଣୁ ଯେତବେେଳେ ଲୋକମାନେ ତମ୍ବୁର ଦ୍ବାର ଦେଶ ରେ ମେଘ ସ୍ତମ୍ଭ ଦେଖିଲେ। ସେତବେେଳେ ଲୋକମାନେ ଆପଣା ଆପଣା ତମ୍ବୁ ଦ୍ବାର ରେ ଥାଇ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତମ୍ଵୁ ଦ୍ଵାରରେ ଅବସ୍ଥିତ ମେଘ ସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ଵୁ ଦ୍ଵାରରେ ଥାଇ ପ୍ରଣାମ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯେତେବେଳେ ଲୋକମାନେ ତମ୍ବୁର ଦ୍ୱାର ଦେଶରେ ମେଘ ସ୍ତମ୍ଭ ଦେଖିଲେ। ସେତେବେଳେ ଲୋକମାନେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘ ସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।