Exodus 33:11 — Compare Translations

5 translations compared side by side

Odia - 1840
"ଏହି ପ୍ରକା ରେ ସଦାପ୍ରଭୁ ମାଶାଙ୍କେ ସହିତ ମୁହାଁମୁହିଁ କଥାପାର୍ତ୍ତା ହେଲେ। ସଦାପ୍ରଭୁ ମାଶାଙ୍କେ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମାଶାେ କଥାବାର୍ତ୍ତା କରିସାରିବା ପରେ ଛାଉଣୀକୁ ଫରେି ଆସିଲା। କିନ୍ତୁ ତାଙ୍କର ପରିଚାରକ ସର୍ବଦା ତମ୍ବୁ ରେ ରହୁଥିଲେ। ସହେି ପରିଚାରକର ନାମ ଥିଲା ଯିହାଶୂେୟ, ସେ ଥିଲେ ନୂନର ପୁତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକି ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ଵୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ସଦାପ୍ରଭୁ ମୋଶାଙ୍କ ସହିତ ମୁହାଁମୁହିଁ କଥାବାର୍ତ୍ତା ହେଲେ। ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମୋଶା କଥାବାର୍ତ୍ତା କରି ସାରିବା ପରେ ଛାଉଣିକୁ ଫେରି ଆସିଲେ କିନ୍ତୁ ତାଙ୍କର ପରିଗ୍ଭରକ ସର୍ବଦା ତମ୍ବୁରେ ରହୁଥିଲେ। ସେହି ପରିଗ୍ଭରକର ନାମ ଥିଲା ଯିହୋଶୂୟ, ସେ ଥିଲେ ନୂନର ପୁତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।