Exodus 33:12 — Compare Translations

5 translations compared side by side

Odia - 1840
"ମାଶାେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ମାେତେ ଆଜ୍ଞା ଦଲେ ଏହି ଲୋକମାନଙ୍କୁ ଆଗଇେ ନବୋ ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମାେ ସହିତ କାହାକୁ ପଠାଇବ। ତୁମ୍ଭେ ମାେତେ କହିଛ ଯେ, 'ତୁମ୍ଭେ ମାେତ ଭଲଭାବେ ଜାଣ, ଏବଂ ତୁମ୍ଭେ ମାେ ପ୍ରତି ପ୍ରୀତ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସଦାପ୍ରଭୁଙ୍କୁ କହିଲେ, ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ । ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ଵାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସଦାପ୍ରଭୁଙ୍କର ମହିମା ଦେଖିଲେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋତେ ଆଜ୍ଞା ଦେଲ ଏହି ଲୋକମାନଙ୍କୁ ଆଗେଇ ନେବା ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମୋ’ ସହିତ କାହାକୁ ପଠାଇବ। ତୁମ୍ଭେ ମୋତେ କହିଛ ଯେ, ‘ତୁମ୍ଭେ ମୋତେ ଭଲଭାବେ ଜାଣ, ଏବଂ ତୁମ୍ଭେ ମୋ’ ପ୍ରତି ପ୍ରୀତ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋ’ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛ।”