Exodus 33:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଉତ୍ତର ଦେଲେ, ମାରେ ଉପସ୍ଥିତି ତୁମ୍ଭ ସହିତ ୟିବ ଏବଂ ତୁମ୍ଭକୁ ବିଶ୍ରାମ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ କହିଲେ, ଆମ୍ଭର ଶ୍ରୀମୁଖ ତୁମ୍ଭ ସହିତ ଗମନ କରିବେ, ପୁଣି ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉତ୍ତର ଦେଲେ, “ମୋର ଉପସ୍ଥିତି ତୁମ୍ଭ ସହିତ ଯିବ ଏବଂ ତୁମ୍ଭକୁ ବିଶ୍ରାମ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”