Exodus 33:15 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନରହେ, ତବେେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ତାହାଙ୍କୁ କହିଲେ, ଯେବେ ତୁମ୍ଭର ଶ୍ରୀମୁଖ ମୋʼ ସହିତ ଗମନ ନ କରନ୍ତି, ତେବେ ଏସ୍ଥାନରୁ ଆମ୍ଭମାନଙ୍କୁ ନେଇ ଯାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନ ରହେ, ତେବେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏସ୍ଥାନରୁ ଆମ୍ଭମାନଙ୍କୁ ନେଇ ଯାଅ ନାହିଁ।”