Exodus 33:18 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ କହିଲେ, ବର୍ତ୍ତମାନ ତୁମ୍ଭର ମହିମା ମାେତେ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କହିଲେ, ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା କହିଲେ, “ବର୍ତ୍ତମାନ ତୁମ୍ଭର ମହିମା ମୋତେ ଦେଖାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”