Exodus 33:19 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଉତ୍ତର ଦେଲେ, ମୁଁ ତୁମ୍ଭ ସମ୍ମୁଖ ରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖ ରେ ସଦାପ୍ରଭୁଙ୍କର ନାମ ଘାଷେଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବିଓ ଯାହାକୁ ଦୟାକରେ ତାହାକୁ ଦୟା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତର କଲେ, ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସମ୍ମୁଖରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବି ଓ ଯାହାକୁ ଦୟାକରେ ତାହାକୁ ଦୟା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”