Exodus 33:2 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ବର୍ଗଦୂତ ପଠାଇବି ପୁଣି ମୁଁ କିଣାନୀଯ ଓ ଇମାରେୀୟ, ହିତ୍ତୀଯ, ପିରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ତଡି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି ଆମ୍ଭେ କିଣାନୀୟ ଓ ଇମୋରୀୟ ଓ ହିତ୍ତୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।