Exodus 33:21 — Compare Translations

5 translations compared side by side

Odia - 1840
"ମାେ ନିକଟରେ ଏକ ଶୈଳ ଖଣ୍ଡ ପଡିଅଛି। ତୁମ୍ଭେ ସହେି ଶୈଳ ଉପରେ ଛିଡା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହିଲେ, ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଛିଡ଼ା ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ ନିକଟରେ ଏକ ଶୈଳ ଅଛି। ତୁମ୍ଭେ ସେହି ଶୈଳ ଉପରେ ଛିଡ଼ା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;