Exodus 33:22 — Compare Translations

5 translations compared side by side

Odia - 1840
"ତୁମ୍ଭ ନିକଟ ଦଇେ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସହେି ଛିଦ୍ର ରେ ରଖିବି ଓ ମୁଁ ଗମନର ଶଷେ ପର୍ୟ୍ଯନ୍ତ ଆପଣା ହସ୍ତ ରେ ତୁମ୍ଭକୁ ଆଛନ୍ନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବି ଓ ମୁଁ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଛନ୍ନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।