Exodus 33:3 — Compare Translations
5 translations compared side by side
Odia - 1840
"ତେଣୁ ତମ୍ଭମାନେେ ସହେି ଦୁଗ୍ଧ ମଧୁ ପ୍ରବାହୀ ଦେଶକୁ ୟାଅ କିନ୍ତୁ ମୁଁ ତୁମ୍ଭ ସହିତ ୟିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ଯା କରିବି, ଯେ ହତେୁ ତୁମ୍ଭମାନେେ ଜିଦ୍ଖୋର ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”