Exodus 33:4 — Compare Translations

5 translations compared side by side

Odia - 1840
"ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସମାନେେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ଏହି ଅଶୁଭ ସମ୍ଵାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସେମାନେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।