Exodus 33:5 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ୟିବି ଦବେେ ତୁମ୍ଭମାନଙ୍କୁ ଧ୍ବଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହାପରେ ତୁମ୍ଭମାନଙ୍କ ପାଇଁ କ'ଣ କରାୟିବ ବିଗ୍ଭର କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯେବେ ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ଯିବି ତେବେ ତୁମ୍ଭମାନଙ୍କୁ ଧ୍ୱଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହା ପରେ ତୁମ୍ଭମାନଙ୍କ ପାଇଁ କ’ଣ କରାଯିବ ବିଗ୍ଭର କରିବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
Odia IRV 2017 (ଓଡିଆ ବାଇବେଲ)