Exodus 33:6 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲୀୟ ଲୋକମାନେ ହାରେବେ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇ ଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲୀୟ ଲୋକମାନେ ହୋରେବ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲ ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇ ଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।