Exodus 33:7 — Compare Translations

5 translations compared side by side

Odia - 1840
"ମାଶାେ ତମ୍ବୁ ନଇେ ଛାଉଣୀଠାରୁ କିଛି ଦୂର ରେ ଅଲଗା ଛାଉଣୀ ସ୍ଥାପନ କଲେ। ସେ ସହେି ତମ୍ବୁର ନାମ ସମାଗମ ତମ୍ବୁ ଦେଲେ। ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷଯ ରେ ଜାଣିବାକୁ ଚାହିଁଲେ ତାଙ୍କୁ ସହେି ସମାଗମ ତମ୍ବୁକୁ ୟିବାକୁ ପଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମୟରେ ଏପରି ଥିଲା ଯେ, ମୋଶା ତମ୍ଵୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କରିଥାʼନ୍ତି ଓ ତାହାର ନାମ ସମାଗମ-ତମ୍ଵୁ ଦେଲେ। ସଦାପ୍ରଭୁଙ୍କ ଅନ୍ଵେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ଵୁ ନିକଟକୁ ଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅସ୍ଥାୟୀ ସମାଗମ-ତମ୍ବୁ ମୋଶା ତମ୍ବୁ ନେଇ ଛାଉଣିଠାରୁ କିଛି ଦୂରରେ ଅଲଗା ଛାଉଣି ସ୍ଥାପନ କଲେ। ସେ ସେହି ତମ୍ବୁର ନାମ “ସମାଗମ-ତମ୍ବୁ ଦେଲେ।” ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷୟରେ ଜାଣିବାକୁ ଗ୍ଭହିଁଲେ ତାଙ୍କୁ ସେହି ସମାଗମ-ତମ୍ବୁକୁ ଯିବାକୁ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯା’ନ୍ତି।