Exodus 33:9 — Compare Translations

5 translations compared side by side

Odia - 1840
"ମାଶାେ ତମ୍ବୁ ରେ ପ୍ରବେଶ କରନ୍ତେ ମେଘସ୍ତମ୍ଭ ତମ୍ବୁ ଦ୍ବାର ରେ ଉପସ୍ଥିତ ହେଲା। ତହିଁରେ ସଦାପ୍ରଭୁ ମାଶାଙ୍କେ ସହିତ କଥାବାର୍ତ୍ତା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ତମ୍ଵୁରେ ପ୍ରବେଶ କରନ୍ତେ, ମେଘ ସ୍ତମ୍ଭ ଓହ୍ଲାଇ ତମ୍ଵୁ ଦ୍ଵାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ତମ୍ବୁରେ ପ୍ରବେଶ କରନ୍ତେ ମେଘସ୍ତମ୍ଭ ତମ୍ବୁ ଦ୍ୱାରରେ ଉପସ୍ଥିତ ହେଲା। ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘ ସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।