Exodus 34:1 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲଖାେ ଥିଲା ଯାହା ତୁମ୍ଭେ ଚୁର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହାସବୁ ଲେଖିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ । ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ପଥର ଫଳକ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲେଖା ଥିଲା ଯାହା ତୁମ୍ଭେ ଚୂର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହା ସବୁ ଲେଖିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବ ପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖାଥିଲା, ସେହି ସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।