Exodus 34:11 — Compare Translations

5 translations compared side by side

Odia - 1840
"ଏହି ଆଜ୍ଞା ପାଳନ କର। ଯାହା ଆଜି ମୁଁ ତୁମ୍ଭକୁ ଆଜ୍ଞା ଦଲେି ତାହା ଅନୁସରଣ କର ମୁଁ ତୁମ୍ଭର ଶତୃମାନଙ୍କୁ ଏହି ଦେଶରୁ ବିତାଡିତ କରିବି। ମୁଁ କିଣାନୀଯ, ହିତ୍ତୀଯ, ପରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ବିତାଡିତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ ଓ କିଣାନୀୟ ଓ ହିତ୍ତୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଆଜ୍ଞା ପାଳନ କର। ଯାହା ଆଜି ମୁଁ ତୁମ୍ଭକୁ ଆଜ୍ଞା ଦେଲି ତାହା ଅନୁସରଣ କର ମୁଁ ତୁମ୍ଭର ଶତ୍ରୁମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବି। ମୁଁ କିଣାନୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବିତାଡ଼ିତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।
Odia IRV 2017 (ଓଡିଆ ବାଇବେଲ)
ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ି ଦେବା।