Exodus 34:12 — Compare Translations

5 translations compared side by side

Odia - 1840
"ସାବଧାନ! ତୁମ୍ଭମାନେେ ଯେଉଁ ଦେଶକୁ ଯାଉଛ ସମାନଙ୍କେ ସହିତ କୌଣସି ଚୁକ୍ତି କର ନାହିଁ। ଯଦି ତୁମ୍ଭମାନେେ ସହେି ଲୋକମାନଙ୍କ ସହିତ କୌଣସି ଚୁକ୍ତି କର, ତବେେ ଏହା ତୁମ୍ଭମାନଙ୍କ ପାଇଁ ଅସୁବିଧା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶ ନିବାସୀମାନଙ୍କ ସହିତ ନିୟମ କର ନାହିଁ; କଲେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ଵରୂପ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ! ତୁମ୍ଭେମାନେ ଯେଉଁ ଦେଶକୁ ଯାଉଛ ସେମାନଙ୍କ ସହିତ କୌଣସି ଚୁକ୍ତି କର ନାହିଁ। ଯଦି ତୁମ୍ଭେମାନେ ସେହି ଲୋକମାନଙ୍କ ସହିତ କୌଣସି ଚୁକ୍ତି କର, ତେବେ ଏହା ତୁମ୍ଭମାନଙ୍କ ପାଇଁ ଅସୁବିଧା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।