Exodus 34:13 — Compare Translations

5 translations compared side by side

Odia - 1840
"ତେଣୁ ସମାନଙ୍କେର ୟଜ୍ଞବଦେୀସବୁ ଧ୍ବଂସ କର। ସମାନଙ୍କେର ସ୍ତମ୍ଭସବୁ ଭାଙ୍ଗିଦିଅ। ସମାନଙ୍କେର ପବିତ୍ର କାଷ୍ଠ ସ୍ତମ୍ଭ ସବୁକାଟି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବଓ ସେମାନଙ୍କ ସ୍ତମ୍ଭ ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନଙ୍କର ଯଜ୍ଞବେଦି ସବୁ ଧ୍ୱଂସ କର। ସେମାନଙ୍କର ସ୍ତମ୍ଭସବୁ ଭାଙ୍ଗିଦିଅ। ସେମାନଙ୍କର ପବିତ୍ର କାଷ୍ଠ ସ୍ତମ୍ଭସବୁ କାଟି ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭ ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।