Exodus 34:14 — Compare Translations

5 translations compared side by side

Odia - 1840
"ଅନ୍ୟ କୌଣସି ଦବେତାଙ୍କର ଉପାସନା କର ନାହିଁ, କାରଣ ମାରେ ନାମ ୟିହୋବା, ସ୍ବଗୌରବ ରକ୍ଷଣ ରେ ଉଦ୍ ଯୋଗୀ, ମୁଁ ସ୍ବ ଗୌରବ ରକ୍ଷଣ ରେ ଉଦ୍ୟୋଗୀ ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ଵଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ଵଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି, ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ କୌଣସି ଦେବତାର ଉପାସନା କର ନାହିଁ, କାରଣ ମୋର ନାମ ଯିହୋବାଃ, ସ୍ୱଗୌରବ ରକ୍ଷଣରେ ଉ‌ଦ୍‌ଯୋଗୀ, ମୁଁ ସ୍ୱଗୌରବ ରକ୍ଷଣରେ ଉ‌ଦ୍‌ଯୋଗୀ ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।