Exodus 34:15 — Compare Translations

5 translations compared side by side

Odia - 1840
"ସାବଧାନ, ତୁମ୍ଭେ ଯେଉଁ ଦେଶ ରେ ବାସ କରିବ ସମାନଙ୍କେ ସହିତ କୌଣସି ଚୁକ୍ତି କରିବ ନାହିଁ। ଯଦି ତୁମ୍ଭେ ଏପରି କର,, ତବେେ ତୁମ୍ଭମାନେେ ସମାନଙ୍କେ ଦବଗେଣମାନଙ୍କର ଅନୁଚର ଦବେ। କିମ୍ବା ସମାନେେ ତୁମ୍ଭମାନଙ୍କୁ ନିମନ୍ତ୍ରଣ କଲେ ତୁମ୍ଭେ ସମାନଙ୍କେ ସହିତ ୟୋଗ ଦବେ। ତୁମ୍ଭେ ସମାନଙ୍କେର ବଳିଦାନ ଭକ୍ଷଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେ ସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;
Odia Bible ERV 2004 (ପବିତ୍ର ବାଇବଲ)
“ସାବଧାନ, ତୁମ୍ଭେ ଯେଉଁ ଦେଶରେ ବାସ କରିବ ସେମାନଙ୍କ ସହିତ କୌଣସି ଚୁକ୍ତି କରିବ ନାହିଁ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ସେମାନଙ୍କ ଦେବଗଣମାନଙ୍କର ଅନୁଚର ହେବ। କିମ୍ବା ସେମାନେ ତୁମ୍ଭମାନଙ୍କୁ ନିମନ୍ତ୍ରଣ କଲେ ତୁମ୍ଭେ ସେମାନଙ୍କ ସହିତ ଯୋଗ ଦେବ। ତୁମ୍ଭେ ସେମାନଙ୍କର ବଳିଦାନ ଭକ୍ଷ୍ୟଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;
Odia IRV 2017 (ଓଡିଆ ବାଇବେଲ)