Exodus 34:17 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କୌଣସି ଛାଞ୍ଚ ରେ ଢଳା ଦବେତା ତୁମ୍ଭମାନଙ୍କ ପାଇଁ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କୌଣସି ଛାଞ୍ଚରେ ଢଳା ଦେବତା ତୁମ୍ଭମାନଙ୍କ ପାଇଁ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।