Exodus 34:18 — Compare Translations

5 translations compared side by side

Odia - 1840
"ତୁମ୍ଭମାନେ ତାଡିଶୂନ୍ଯ ରୋଟୀର ପର୍ବ ପାଳନ କର। ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେଉଁପରି କରିବାକୁ ତୁମ୍ଭମାନଙ୍କୁ ଆଜ୍ଞା ଦଇେଅଛୁ। ସହେିରୁପେ ତୁମ୍ଭମାନେେ ସାତଦିନ ତାଡିଶୁନ୍ଯ ରୋଟୀ ଖାଇବ। କାରଣ ସହେି ଆବୀବ୍ ମାସ ରେ ତୁମ୍ଭେ ମିଶର ଦେଶରୁ ବାହାର ହାଇେ ଆସିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାଡ଼ିଶୂନ୍ୟ ରୋଟୀର ଉତ୍ସବ ପାଳନ କରିବ, ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଖାଇବ; କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କର। ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେଉଁପରି କରିବାକୁ ତୁମ୍ଭମାନଙ୍କୁ ଆଜ୍ଞା ଦେଇଅଛୁ। ସେହିରୂପେ ତୁମ୍ଭେମାନେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଖାଇବ। କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିଶର ଦେଶରୁ ବାହାର ହୋଇ ଆସିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍‍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍‍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।
Odia IRV 2017 (ଓଡିଆ ବାଇବେଲ)