Exodus 34:19 — Compare Translations

5 translations compared side by side

Odia - 1840
"କୌଣସି ସ୍ତ୍ରୀର ପ୍ରଥମ ସନ୍ତାନ ମାରେ। ଏପରିକି ଗୋମଷୋଦି ପଲର ପ୍ରଥମଜାତ ସନ୍ତାନ ମାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ସ୍ତ୍ରୀର ପ୍ରଥମ ସନ୍ତାନ ମୋର। ଏପରିକି ଗୋମେଷାଦି ପଲର ପ୍ରଥମଜାତ ସନ୍ତାନ ମୋର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।