Exodus 34:2 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ଆସନ୍ତାକାଲି ପ୍ରଭାତ ପାଇଁ ପ୍ରସ୍ତୁତ ହୁଅ ଏବଂ ପ୍ରଭାତ ରେ ସୀନଯ ପର୍ବତକୁ ଆସ ଏବଂ ମାେ ଉପସ୍ଥିତି ରେ ପର୍ବତର ଶୀର୍ଷ ରେ ଛିଡା ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃ-କାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ଆସନ୍ତାକାଲି ପ୍ରଭାତ ପାଇଁ ପ୍ରସ୍ତୁତ ହୁଅ ଏବଂ ପ୍ରଭାତରେ ସୀନୟ ପର୍ବତକୁ ଆସ ଏବଂ ମୋ’ ଉପସ୍ଥିତିରେ ପର୍ବତର ଶୀର୍ଷରେ ଛିଡ଼ା ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।