Exodus 34:20 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଏକ ପ୍ରଥମଜାତ ଗଧକୁ ରଖିବାକୁ ଚାହୁଁଛ, ତବେେ ତୁମ୍ଭମାନେେ ଏକ ମଷେ ବଦଳ ରେ ତାହା କ୍ରଯ କରିପାରିବ। କିନ୍ତୁ ଯଦି ତୁମ୍ଭେ ମଷେ ବଦଳ ରେ ତାହା କ୍ରଯ ନକର, ତବେେ ତୁମ୍ଭେ ସହେି ଗଧର ବକେ ଭାଙ୍ଗିବ। ତୁମ୍ଭମାନେେ ତୁମ୍ଭର ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ମୁକ୍ତ କରିପାରିବ। କୌଣସି ବ୍ଯକ୍ତି ବିନା ଉପହାର ରେ ମାେ ପାଖକୁ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯେବେ ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ । ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ । ଆଉ, କେହି ରିକ୍ତ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଏକ ପ୍ରଥମଜାତ ଗଧକୁ ରଖିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ଏକ ମେଷ ବଦଳରେ ତାହା କ୍ରୟ କରି ପାରିବ। କିନ୍ତୁ ଯଦି ତୁମ୍ଭେ ମେଷ ବଦଳରେ ତାହା କ୍ରୟ ନ କର, ତେବେ ତୁମ୍ଭେ ସେହି ଗଧର ବେକ ଭାଙ୍ଗିବ। ତୁମ୍ଭେମାନେ ତୁମ୍ଭର ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ମୁକ୍ତ କରି ପାରିବ। କୌଣସି ବ୍ୟକ୍ତି ବିନା ଉପହାରରେ ମୋ’ ପାଖକୁ ଆସିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।