Exodus 34:21 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଛଅଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭମାନେେ ବିଶ୍ରାମ ନବେ। ତୁମ୍ଭମାନେେ ଏପରିକି ଶସ୍ଯ ବୁଣା ଏବଂ ଶସ୍ଯ ଅମଳ ସମୟରେ ଏହି ନିଯମ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଛଅ ଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭେମାନେ ବିଶ୍ରାମ ନେବ। ତୁମ୍ଭେମାନେ ଏପରିକି ଶସ୍ୟ ବୁଣା ଏବଂ ଶସ୍ୟଅମଳ ସମୟରେ ଏହି ନିୟମ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟ ଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।