Exodus 34:22 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସପ୍ତାହର ପର୍ବ ପ୍ରଥମ ଗହମ କଟା ପର୍ବ ଓ ବର୍ଷର ଶଷେ ଭାଗ ରେ ଶସ୍ଯ ଅମଳର ପର୍ବ ପାଳନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସପ୍ତାହର ପର୍ବ ପ୍ରଥମ ଗହମ କଟା ପର୍ବ ଓ ବର୍ଷର ଶେଷ ଭାଗରେ ଶସ୍ୟଅମଳର ପର୍ବ ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।