Exodus 34:23 — Compare Translations

5 translations compared side by side

Odia - 1840
"ତନିଥର ପ୍ରେତ୍ୟକକ ବର୍ଷ ତୁମ୍ଭମାନଙ୍କର ସମସ୍ତ ପୁରୁଷ ପ୍ରଭୁ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ଛାମୁ ରେ ଉପସ୍ଥିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
“ତିନିଥର ପ୍ରତ୍ୟେକ ବର୍ଷ ତୁମ୍ଭମାନଙ୍କର ସମସ୍ତ ପୁରୁଷ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।