Exodus 34:24 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭେ ତୁମ୍ଭର ଦେଶକୁ ୟାଅ ମୁଁ ତୁମ୍ଭର ଶତୃମାନଙ୍କୁ ସଠାରୁେ ତଡି ଦବେି। ମୁଁ ତୁମ୍ଭମାନଙ୍କର ସୀମା ବୃଦ୍ଧି କରିବି। ତୁମ୍ଭମାନେେ ଅଧିକରୁ ଅଧିକ ଭୂମି ପାଇବ। କୌଣସି ଲୋକ ତୁମ୍ଭମାନଙ୍କଠାରୁ ଏହି ଭୂମି ନଇେ ପାରିବି ନାହିଁ। ଯେତବେେଳେ ତୁମ୍ଭେ ବର୍ଷ ରେ ତିନିଥର ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କୁ ଦର୍ଶନ କରିବା ପାଇଁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବାଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେ ତୁମ୍ଭର ଦେଶକୁ ଯାଅ ମୁଁ ତୁମ୍ଭର ଶତ୍ରୁମାନଙ୍କୁ ସେଠାରୁ ତଡ଼ି ଦେବି। ମୁଁ ତୁମ୍ଭମାନଙ୍କର ସୀମା ବୃଦ୍ଧି କରିବି। ତୁମ୍ଭେମାନେ ଅଧିକରୁ ଅଧିକ ଭୂମି ପାଇବ। କୌଣସି ଲୋକ ତୁମ୍ଭମାନଙ୍କଠାରୁ ଏହି ଭୂମି ନେଇ ପାରିବ ନାହିଁ। ଯେତେବେଳେ ତୁମ୍ଭେ ବର୍ଷରେ ତିନିଥର ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଦର୍ଶନ କରିବା ପାଇଁ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।