Exodus 34:25 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ବଳିଦାନର ରକ୍ତ ଉତ୍ସର୍ଗ କରିବ ସେ ସମୟରେ ତାଡ଼ିୟୁକ୍ତ ଦ୍ରବ୍ଯ ଆମ୍ଭକୁ ଉତ୍ସର୍ଗ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ବଳିଦାନର ରକ୍ତ ଉତ୍ସର୍ଗ କରିବ ସେ ସମୟରେ ତାଡ଼ିଯୁକ୍ତ ଦ୍ରବ୍ୟ ଆମ୍ଭକୁ ଉତ୍ସର୍ଗ କରିବ ନାହିଁ। “ଏହି ସମୟରେ ନିସ୍ତାରପର୍ବ ଉତ୍ସବର ବଳି ଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।