Exodus 34:26 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ପ୍ରଥମ ଶସ୍ଯ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସହେି ସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଗୃହକୁ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରୀମାଂଶ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ଗୃହକୁ ଆଣିବ । ପୁଣି ତୁମ୍ଭେ ଛାଗଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭମାନଙ୍କର ପ୍ରଥମ ଶସ୍ୟ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସେହିସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ଗୃହକୁ ଆଣିବ। “କଦାପି ଗୋଟିଏ ମେଷକୁ ତା’ର ମା ଦୁଗ୍ଧରେ ପାକ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।