Exodus 34:28 — Compare Translations

5 translations compared side by side

Odia - 1840
"ମାଶାେ ସଠାେରେ ସଦାପ୍ରଭୁଙ୍କ ସହିତ ଚାଳିଶ ଦିନ ଓ ଚାଳିଶ ରାତି ରହିଲେ. ମାଶାେ କୌଣସି ଖାଦ୍ୟ କିମ୍ବା ପାନୀଯ ସଠାେରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ଯସବୁ ସହେି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥିତି କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ । ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେଠାରେ ସଦାପ୍ରଭୁଙ୍କ ସହିତ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲେ। ମୋଶା କୌଣସି ଖାଦ୍ୟ କିମ୍ବା ପାନୀୟ ସେଠାରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ୟସବୁ ସେହି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।