Exodus 34:29 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ସୀନଯ ପର୍ବତ ଉପରୁ ତଳକୁ ଓହ୍ଲାଇଲେ। ସେ ସହେି ଦୁଇଟି ପ୍ରସ୍ତର ଫଳକ ଚୁକ୍ତି ସାଙ୍ଗ ରେ ନଇେ ଆସିଥିଲେ। ମାଶାଙ୍କେର ମୁଖ ଉଜ୍ଜଳ ଦିଶୁଥିଲା କାରଣ ସେ ସଦାପ୍ରଭୁଙ୍କ ସହିତ କଥୋପକଥନ କରିଥିଲେ, କିନ୍ତୁ ମାଶାଙ୍କେୁ ଏହା ଜଣା ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇଖଣ୍ତ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ହେତୁରୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ଵଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କର ଉଜ୍ଜ୍ୱଳ ମୁହଁ ଏହା ପରେ ମୋଶା ସୀନୟ ପର୍ବତ ଉପରୁ ତଳକୁ ଓହ୍ଲାଇଲେ। ସେ ସେହି ଦୁଇଟି ପ୍ରସ୍ତର ଫଳକ ଚୁକ୍ତି ସାଙ୍ଗରେ ନେଇ ଆସିଥିଲେ। ମୋଶାଙ୍କର ମୁଖ ଉଜ୍ଜ୍ୱଳ ଦିଶୁଥିଲା କାରଣ ସେ ସଦାପ୍ରଭୁଙ୍କ ସହିତ କଥୋପକଥନ କରିଥିଲେ, କିନ୍ତୁ ମୋଶାଙ୍କୁ ଏହା ଜଣା ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ।