Exodus 34:3 — Compare Translations

5 translations compared side by side

Odia - 1840
"ତୁମ୍ଭ ସହିତ ଆଉ କୌଣସି ଲୋକ ୟିବା ଉଚିତ୍ ନୁହେଁ। ଏବଂ ଏହି ପର୍ବତ ରେ କହେି ନରହୁ, ଏପରିକି ଗୋମଷୋଦି ମଧ୍ଯ ପର୍ବତ ଚତୁଃପାଶର୍‌ବ ରେ ଚରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବ ନାହିଁ, ପୁଣି ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯାଉ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ନ ଚରୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସହିତ ଆଉ କୌଣସି ଲୋକ ଯିବା ଉଚିତ୍ ନୁହେଁ। ଏବଂ ଏହି ପର୍ବତରେ କେହି ନ ରହୁ, ଏପରିକି ଗୋମେଷାଦି ମଧ୍ୟ ପର୍ବତ ଚତୁର୍ପାର୍ଶ୍ୱରେ ଚରିବା ଉଚିତ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”